ଶିବାଜୀ ପାର୍କରେ ଲତାଙ୍କ ମର ଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରି ଶେଷ ଦର୍ଶନ କଲେ ପ୍ରଧାନମନ୍ତ୍ରୀ, ଶେଷ ଦର୍ଶନ କରିବାକୁ ଉପସ୍ଥିତ ଅଛନ୍ତି ହଜାର ହଜାର ଲୋକ

ଶିବାଜୀ ପାର୍କରେ ଲତାଙ୍କ ମର ଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରି ଶେଷ ଦର୍ଶନ କଲେ ପ୍ରଧାନମନ୍ତ୍ରୀ, ଶେଷ ଦର୍ଶନ କରିବାକୁ ଉପସ୍ଥିତ ଅଛନ୍ତି ହଜାର ହଜାର ଲୋକ

କନକ ବ୍ୟୁରୋ : ଲତା ମଙ୍ଗେଶକରଙ୍କ ଅନ୍ତିମ ସଂସ୍କାର ବେଳେ ଶ୍ରଦ୍ଧାଞ୍ଜଳୀ ଦେବାକୁ ଶିବାଜୀ ପାର୍କରେ ପହଂଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ସେଠାରେ ଲତାଙ୍କ ମରଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ଅନ୍ତିମ ସଂସ୍କାର ହେବ ବୋଲି କୁହାଯାଇଛି । ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିବାକୁ ବିମାନବନ୍ଦରରେ ପହଂଚିଥିଲେ ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶୟାରୀ ଓ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀଥିବା ଆଦିତ୍ୟ ଠାକରେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe