ବିଶ୍ୱର ଶ୍ରେଷ୍ଠ ଶହେ ପ୍ରଭାବଶାଳୀ ବ୍ୟକ୍ତିଙ୍କ ତାଲିକାରେ ସ୍ଥାନ ପାଇଲେ ଭାରତର ପ୍ରଧାନମନ୍ତ୍ରୀ ମୋଦି !

4

କନକ ବ୍ୟୁରୋ : ପ୍ରକାଶିତ ହୋଇଛି ବିଶ୍ୱର ଶ୍ରେଷ୍ଠ ଶହେ ପ୍ରଭାବଶାଳୀ ବ୍ୟକ୍ତିଙ୍କ ତାଲିକା । ଟାଇମ୍ ମାଗାଜିନ ଦ୍ୱାରା ପ୍ରକାଶିତ ଏହି ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ଥାନ ପାଇଛନ୍ତି । ଏହି ତାଲିକାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍, ବ୍ରିଟେନ୍ ପ୍ରଧାନମନ୍ତ୍ରୀ ଥେରେସା ମଧ୍ୟ ରହିଛନ୍ତି । ବିଶ୍ୱର ଶ୍ରେଷ୍ଠ ଶହେ ପ୍ରଭାବଶାଳୀ ବ୍ୟକ୍ତିତ୍ୱଙ୍କୁ ନେଇ ପ୍ରକାଶିତ ହୋଇଛି ଏହି ତାଲିକା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

Comments are closed.