କନକ ବ୍ୟୁରୋ: ଜୁନ୍ ୮ ତାରିଖରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ । ୮ ତାରିଖ ସନ୍ଧ୍ୟାରେ ମୋଦୀ ଶପଥ ଗ୍ରହଣ କରିବା ନେଇ ସୂଚନା ରହିଛି । ଏହାସହ ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ସମକକ୍ଷ ହେବାକୁ ଯାଉଛନ୍ତି । ଜନାଦେଶ ପରେ ଗଣମାଧ୍ୟମରେ ଏଭଳି ଚର୍ଚ୍ଚା ହେଉଛି ।
ଜୁନ୍ ୮ରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦୀ । ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା
/kanak/media/post_attachments/wp-content/uploads/2024/06/8-8.jpg)