ଜୁନ୍ ୮ରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦୀ । ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା

ଜୁନ୍ ୮ରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦୀ । ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା

କନକ ବ୍ୟୁରୋ: ଜୁନ୍ ୮ ତାରିଖରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ ।  ୮ ତାରିଖ ସନ୍ଧ୍ୟାରେ ମୋଦୀ ଶପଥ ଗ୍ରହଣ କରିବା ନେଇ ସୂଚନା ରହିଛି । ଏହାସହ ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ସମକକ୍ଷ ହେବାକୁ ଯାଉଛନ୍ତି । ଜନାଦେଶ ପରେ ଗଣମାଧ୍ୟମରେ ଏଭଳି ଚର୍ଚ୍ଚା ହେଉଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe