କନକ ବ୍ୟୁରୋ: ଅନୁଗୁଳ ପରେ କଟକରେ ବିଶାଳ ଜନସଭାକୁ ସମ୍ବୋଧନ କରୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ପ୍ରଥମେ ଓଡିଆରେ ଜନସଭାକୁ ସମ୍ବୋଧନ କରିବା ସହ କହିଛନ୍ତି, ‘ମା କଟକଚଣ୍ଡୀ, ମା ଭଗବତୀ, ମହାପ୍ରଭୁ ନୀଳମାଧବଙ୍କ ଏହି ପବିତ୍ର ମାଟିରେ ପହଞ୍ଚି ମୋ ଜୀବନ ଧନ୍ୟ ହୋଇଛି । ଜନସଭାରେ ଏତେ ସଂଖ୍ୟ ପ୍ରଶଂସକଙ୍କୁ ଦେଖିବା ପରେ ସେ ନିଶ୍ଚିତ ଯେ, ୨୫୬ ବର୍ଷ ପରେ ଓଡିଶା ନୂଆ ଇତିହାସ ରଚିବାକୁ ଯାଉଛି । ଓଡିଶାରେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ଶପଥ ନେବେ । ଏହାସହ କଟକବାସୀଙ୍କ ଆଶୀର୍ବାଦରୁ ତୃତୀୟଥର ପାଇଁ ଜୁନ୍ ୧୦ରେ ମୋଦୀ ପୁଣି ଦିଲ୍ଲୀରେ ଶପଥ ନେବ, ଏହା ଧାର୍ଯ୍ୟ’ । ଏହାପରେ କଟକର ଗାରିମା ବଖାଣିଛନ୍ତି ମୋଦୀ ।
କଟକରେ ମୋଦୀଙ୍କ ସମ୍ବୋଧନ । କହିଲେ , ୨୫ ବର୍ଷ ପରେ ଓଡିଶା ରଚିବ ନୂଆ ଇତିହାସ ।
/kanak/media/post_attachments/wp-content/uploads/2024/05/m-2.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)