କନକ ବ୍ୟୁରୋ: କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାସ୍ଥଳରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ । ବାହାନଗାରେ ଥିବା ହେଲିପ୍ୟାଡରେ ପ୍ରଧାନମନ୍ତ୍ରୀ ପହଞ୍ଚି ସେଠାରୁ ଘଟଣାସ୍ଥଳକୁ ଯିବେ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ପ୍ରଧାନମନ୍ତ୍ରୀ ସେଠାରେ ପହଞ୍ଚିଛନ୍ତି । ବର୍ତ୍ତମାନ ସୁଦ୍ଧା ଏହି ବଡ ଦୁର୍ଘଟଣାରେ ୨୬୧ ଜଣଙ୍କ ମୃତ୍ୟୁ ହୋଇସାରିଥିବା ବେଳେ ଶତାଧିକ ଆହତ ହୋଇଛନ୍ତି ।
କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା, ସ୍ଥିତିର ଅନୁଧ୍ୟାନ ପାଇଁ ବାହାନଗାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।
/kanak/media/post_attachments/wp-content/uploads/2023/06/FxsORuEaIAIzwqz.jpg)