କନକ ବ୍ୟୁରୋ : ନିର୍ବାଚନ ଯେତେ ପାଖେଇ ଆସୁଛି ଦେଶର ପ୍ରଧାନମନ୍ତ୍ରୀ ପ୍ରଚାର ଉପରେ ସେତେ ଜୋର ଦେଉଛନ୍ତି । ଏହି କ୍ରମରେ ଆଗାମୀ ୧୦ ଦିନ ମଧ୍ୟରେ ପ୍ରଧାନମନ୍ତ୍ରୀ ୧୨ଟି ରାଜ୍ୟରେ ୨୯ଟି କାର୍ଯ୍ୟକ୍ରମରେ ଯୋଗଦେବେ । ଏହି କ୍ରମରେ ମାର୍ଚ୍ଚ ୪ ରୁ ୬ ତାରିଖ ମଧ୍ୟରେ ୫ଟି ରାଜ୍ୟ ଗସ୍ତ କାର୍ଯ୍ୟକ୍ରମ ରହିଛି । ଏହି ୫ ରାଜ୍ୟ ମଧ୍ୟରେ ରହିଛି ତେଲେଙ୍ଗାନା, ତାମିଲନାଡୁ, ଓଡ଼ିଶା, ପଶ୍ଚିମବଙ୍ଗ ଓ ବିହାର ।
ଓଡ଼ିଶା ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଯାଜପୁର ଜିଲ୍ଲା ଚଣ୍ଡିଖୋଲରେ ୧୯ ହଜାର ୬ଶହ କୋଟି ଟଙ୍କା ପ୍ରକଳ୍ପର ଉଦଘାଟନ କରିବେ । ଏହି ପ୍ରକଳ୍ପଗୁଡିକ ମଧ୍ୟରେ ରହିଛି ତେଲ,ଗ୍ୟାସ, ରେଳବାଇ ସଡକ ଓ ପରିବହନ ପ୍ରକଳ୍ପ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/03/32-2.jpg)