କନକ ବ୍ୟୁରୋ : ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପାଟ୍ଟି । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ରାଜ୍ୟପାଳ । ସାଙ୍ଗରେ ଫଳର ଉପହାର ମଧ୍ୟ ଦେଇଛନ୍ତି ରାଜ୍ୟପାଳ । ନିକଟରେ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ନବୀନ । ସୁସ୍ଥ ହୋଇ ଘରକୁ ଫେରିବା ପରେ ନବୀନଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି । ଶନିବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ନବୀନ ନିବାସ ଯାଇ ବିରୋଧୀ ଦଳ ନେତାଙ୍କୁ ଭେଟିଥିଲେ ।
ନବୀନ ନିବାସରେ ରାଜ୍ୟପାଳ; ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ, ଫଳ ଉପହାର ଦେଲେ
ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ରାଜ୍ୟପାଳ । ସାଙ୍ଗରେ ଫଳର ଉପହାର ମଧ୍ୟ ଦେଇଛନ୍ତି ରାଜ୍ୟପାଳ ।
/kanak/media/media_files/2025/08/25/governor-visits-naveen-residence-2025-08-25-20-18-04.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/05/2025-04-05t104857750z-whatsapp-image-2025-04-05-at-161819.jpeg)