କନକ ବ୍ୟୁରୋ: ପଦ୍ମପୁର ଉପନିର୍ବାଚନ ପାଇଁ ଆଜି ପାୱାର ଶୋ’ କରିଛି ବିଜେପି । ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ପାଇଁ ଭୋଟ ଅପିଲ କରିିବାକୁ ପାଇକମାଳରେ ପ୍ରଚାର ମୈଦନାକୁ ଓହ୍ଲାଇଛନ୍ତି କେନ୍ଦ୍ରର ଦୁଇ ବଡ ମନ୍ତ୍ରୀ । ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ।
ଦଳୀୟ ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କୁ ବିପୁଳ ମାତ୍ରାରେ ଭୋଟ ଦେବାକୁ ଅପିଲ କରିବା ସହ ରାଜ୍ୟ ସରକାରଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ରେଳ ପ୍ରକଳ୍ପକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । କହିଲେ ‘କାଲି ଜାଗା ଦେଲେ ପରଦିନ କାମ ଆରମ୍ଭ ହେବ’ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2022/11/15-22.jpg)