କନକ ବ୍ୟୁରୋ : ଚାଷୀ ଆତ୍ମହତ୍ୟା ଝଡ ଥମୁ ନଥିବାବେଳେ କୃଷି ମନ୍ତ୍ରୀ ପ୍ରଦୀପ ମହାରଥୀ ଗୃହରେ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ ତଥ୍ୟ ପ୍ରଦାନ କରିଛନ୍ତି । ଏହି ତଥ୍ୟ ଆଧାରରେ, ଗତ ୧୧ ବର୍ଷ ମଧ୍ୟରେ ରାଜ୍ୟରେ ୧୯୪୫ ଚାଷୀ ଆତ୍ମହତ୍ୟା କରିଛନ୍ତି । ହେଲେ ଏମାନେ କେଉଁ କାରଣରୁ ଆତ୍ମହତ୍ୟା କରିଛନ୍ତି, ସେ ନେଇ କୃଷି ବିଭାଗ ପାଖରେ ତଥ୍ୟ ନାହିଁ ।
ଏହା ସହ ଦେଖନ୍ତୁ ଏହି ଭିଡିଓ -
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2017/03/pradeep.jpg)