କନକ ବ୍ୟୁରୋ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଜାମିନ ଆବେଦନ ପ୍ରସଙ୍ଗ । କେସ୍ ଡାଏରୀ ଦାଖଲ ପାଇଁ କ୍ରାଇମବ୍ରାଂଚକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ସପ୍ତାହରେ ମାମଲାର ପରବର୍ତୀ ଶୁଣାଣୀ ହେବ । ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ ଏନେଇ ସୂଚନା ଦେଇଛନ୍ତି । ନିଯୁକ୍ତି ନାଁରେ ଠକେଇ ଓ ଆର୍ଥିକ କାରବାର ମାମଲାରେ ଗିରଫ ହୋଇ ଜେଲରେ ଅଛନ୍ତି ପ୍ରଦୀପ ପାଣିଗ୍ରାହୀ । ପାଠକ ବାପ, ପୁଅଙ୍କ ସହ ଲିଙ୍କ ନେଇ ମଧ୍ୟ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଅଭିଯୋଗ ରହିଛି ।
ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଜାମିନ ଆବେଦନ ପ୍ରସଙ୍ଗ : କେସ୍ ଡାଏରୀ ଦାଖଲ ପାଇଁ କ୍ରାଇମବ୍ରାଂଚକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
/kanak/media/post_attachments/wp-content/uploads/2021/01/24-1.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)