ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ । ବିଜେପି କର୍ମୀଙ୍କ ଉପରେ ମଡେଇ ଦେଇଥିଲେ ଗାଡ଼ି ।

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ । ବିଜେପି କର୍ମୀଙ୍କ ଉପରେ ମଡେଇ ଦେଇଥିଲେ ଗାଡ଼ି ।

କନକ ବ୍ୟୁରୋ : ପ୍ରଶାନ୍ତ ଜଗଦ୍ଦେବ ଗିରଫ । ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରିଛି ପୋଲିସ । କୋର୍ଟରେ ହାଜର କରାଯିବା ପରେ ଜେଲ୍ ଯିବେ ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ପ୍ରଶାନ୍ତଙ୍କୁ ଟ୍ରାଞ୍ଜିଟ୍ ରିମାଣ୍ଡରେ ନେବ ପୋଲିସ ।

ତେବେ ବିଜେପି କର୍ମୀଙ୍କ ଉପରେ ଗାଡ଼ି ମଡେଇ ଦେଇଥିଲେ ପ୍ରଶାନ୍ତ ଜଗଦ୍ଦେବ । ଖୋର୍ଦ୍ଧା ବାଣପୁର ବ୍ଲକ କାର୍ଯ୍ୟାଳୟ ନିକଟରେ ଘଟିଥିଲା ଏହି ଘଟଣା । ବିଧାୟକଙ୍କ ଗାଡି ଧକ୍କାରେ ଆହତ ହୋଇଥିଲେ ୨୫ ଜଣ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe