କନକ ବ୍ୟୁରୋ: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଆରମ୍ଭ ହେଲା ପ୍ରସ୍ତୁତି । ଶ୍ରୀମନ୍ଦିର ପରିଚାଳନା କମିଟି ପ୍ରଥମ ବୈଠକ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଛି । ବୈଠକରେ ପରିଚାଳନା କମିଟିର ସଦସ୍ୟ ଓ ବିଭିନ୍ନ ବିଭାଗର ଅଧିକାରୀ ସାମିଲ ହୋଇଛନ୍ତି । ଜୁଲାଇ ୭ ତାରିଖରେ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । କେମିତି ଶୃଙ୍ଖଳିତ ଭାବେ ମହାପ୍ରଭୁଙ୍କ ରଥ ଯାତ୍ରା ହେବ ସେନେଇ ବୈଠକରେ ଆଲୋଚନା ହେବ ।
ରଥଯାତ୍ରା ପାଇଁ ଆରମ୍ଭ ହେଲା ପ୍ରସ୍ତୁତି । ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ।
/kanak/media/post_attachments/wp-content/uploads/2024/03/puri-1.jpg)