ରଥଯାତ୍ରା ପାଇଁ ଆରମ୍ଭ ହେଲା ପ୍ରସ୍ତୁତି । ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ।

Advertisment
ରଥଯାତ୍ରା ପାଇଁ ଆରମ୍ଭ ହେଲା ପ୍ରସ୍ତୁତି । ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ।

କନକ ବ୍ୟୁରୋ:  ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଆରମ୍ଭ ହେଲା ପ୍ରସ୍ତୁତି । ଶ୍ରୀମନ୍ଦିର ପରିଚାଳନା କମିଟି ପ୍ରଥମ ବୈଠକ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଛି । ବୈଠକରେ ପରିଚାଳନା କମିଟିର ସଦସ୍ୟ ଓ ବିଭିନ୍ନ ବିଭାଗର ଅଧିକାରୀ ସାମିଲ ହୋଇଛନ୍ତି । ଜୁଲାଇ ୭ ତାରିଖରେ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । କେମିତି ଶୃଙ୍ଖଳିତ ଭାବେ ମହାପ୍ରଭୁଙ୍କ ରଥ ଯାତ୍ରା ହେବ ସେନେଇ ବୈଠକରେ ଆଲୋଚନା ହେବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe