ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅସୁସ୍ଥ । ଛାତିରେ ଯନ୍ତ୍ରଣା କାରଣରୁ ଆର୍ମି ହସ୍ପିଟାଲରେ ଭର୍ତ୍ତି ।

Advertisment
ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅସୁସ୍ଥ । ଛାତିରେ ଯନ୍ତ୍ରଣା କାରଣରୁ ଆର୍ମି ହସ୍ପିଟାଲରେ ଭର୍ତ୍ତି ।

କନକ ବ୍ୟୁରୋ : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅସୁସ୍ଥ । ସ୍ୱାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ଶୁକ୍ରବାର ଦିନ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏଠାରେ ତାଙ୍କର ରୁଟିନ୍ ଚେକଅଫ୍ ହେବା ପରେ ତାଙ୍କୁ ଡାକ୍ତରଙ୍କ ତତ୍ୱାବଧାନରେ ରଖାଯାଇଛି । ଡାକ୍ତରଙ୍କ କହିବା ମୁତାବକ ଏବେ ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ।

କହିରଖୁ କି କିଛିଦିନ ତଳେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡିଶା ଆସିଥିଲେ । ସେ ଓଡିଶା ଆସି ରାଉରକେଲାର ସୁପର ସ୍ପେଶାଲିଷ୍ଟ ହସ୍ପିଟାଲ ଶୁଭ ଉଦଘାଟନ କରିବା ସହ ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗଦେଇଥିଲେ । ସେଠାରେ ସେଛାତ୍ର ଛାତ୍ରୀ ମାନଙ୍କୁ ବହୁ ଗୁରୁତ୍ୱପୂର୍ଣ୍ଣ ଉପଦେଶମାନ ଦେଇଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe