କନକ ବ୍ୟୁରୋ : ରାଷ୍ଟ୍ରପତି ନିର୍ବାଚନ ନେଇ ଘୋଷଣା ହେଲା ତାରିଖ । ଜୁଲାଇ ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ । ୨୧ରେ ହେବ ଭୋଟ ଗଣତି । ସଂସଦ ଓ ବିଧାନସଭାରେ ହେବ ମତଦାନ । ୫୦ ସମର୍ଥକ ଓ ଅନ୍ୟ ପ୍ରସ୍ତାବକ ଦେଇ ନାମାଙ୍କନ ଭରିବେ ପ୍ରାର୍ଥୀ । ପ୍ରେସମିଟ୍ ଜରିଆରେ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ । ତେବେ ଜୁଲାଇ ୨୪ରେ ସରୁଛି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ।

Advertisment

ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ
ରାଷ୍ଟ୍ରପତି ନିର୍ବାଚନ ତାରିଖ ଘୋଷଣା
ଜୁଲାଇ ୧୮ ତାରିଖରେ ହେବ ରାଷ୍ଟ୍ରପତି ନିର୍ବାଚନ
ଜୁଲାଇ ୨୧ ତାରିଖରେ ହେବ ରାଷ୍ଟ୍ରପତି ନିର୍ବାଚନ ଭୋଟ୍ ଗଣତି
୪୮୦୯ ଜଣ ଭୋଟର ବାଛିବେ ଦେଶର ଆଗାମୀ ରାଷ୍ଟ୍ରପତି
ଜୁଲାଇ ୨୪ରେ ସରୁଛି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ
ନିର୍ବାଚନ ନେଇ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର