କନକ ବ୍ୟୁରୋ: ମେ’ ମାସରେ ବାତ୍ୟାର ଆଶଙ୍କା ନେଇ ଲୋକଙ୍କ ଭିତରେ ଭୟ ଦେଖାଦେଇଥିବା ବେଳେ କିଛିଟା ଆଶ୍ୱସ୍ତି ମିଳିଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ବାତ୍ୟା ସମୁଦ୍ର ଭିତରେ ହିଁ ଦୁର୍ବଳ ହୋଇଯାଇପାରେ ଏବଂ ଉପକୂଳ ଛୁଇଁନପାରେ । ଏପରିକି ବାତ୍ୟା ସମୁଦ୍ର ମଧ୍ୟରେ ଓଡ଼ିଶା ଉପକୂଳ ଠାରୁ ଦେଢ଼ ଶହରୁ ଦୁଇ ଶହ କିଲୋମିଟର ଦୂରରେ ଥାଇ ରି-କର୍ଭ କରିବାର ସମ୍ଭାବନା ରହିଛି ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us