କନକ ବ୍ୟୁରୋ: ସ୍ଥଗିତ ରହିଲା ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ । କିଛି ଦିନ ପାଇଁ ଆନ୍ଦୋଳନକୁ ସ୍ଥଗିତ ରଖିବାକୁ ସଂଘ ନିଷ୍ପତ୍ତି ନେଇଛି । ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ଏନେଇ ଘୋଷଣା କରିଛନ୍ତି । ତେବେ ଦୀର୍ଘ ଦିନ ଧରି ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ ପରେ ଏବେ ଏହି ଆନ୍ଦୋଳନକୁ କିଛି ଦିନ ପାଇଁ ସ୍ଥଗିତ ରଖିବାକୁ ସଂଘ ନିଷ୍ପତ୍ତି ନେଇଛି ।
ଆନ୍ଦୋଳନ ସ୍ଥଗିତ ରଖିଲା ପ୍ରାଥମିକ ଶିକ୍ଷକ ସଂଘ
କିଛି ଦିନ ପାଇଁ ଆନ୍ଦୋଳନ ସ୍ଥଗିତ ରଖିବାକୁ ସଂଘର ନିଷ୍ପତ୍ତି
ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘର ଘୋଷଣା#Teacher#Protest#Odisha#KanakNewspic.twitter.com/UZixmclfRL— Kanak News (@kanak_news) September 18, 2023
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/09/Teachers-protest.jpg)