ଫେବୃଆରୀ ୩ରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର ରହିଛି କାର୍ଯ୍ୟକ୍ରମ

Advertisment
ଫେବୃଆରୀ ୩ରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର ରହିଛି କାର୍ଯ୍ୟକ୍ରମ

କନକ ବ୍ୟୁରୋ : ଫେବୃଆରୀ ୩ରେ ସମ୍ବଲପୁର ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଇଆଇଏମ ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ କରିବା ସହ ସାଧାରଣ ସଭାକୁ କରିବେ ସମ୍ବୋଧନ ।

ପ୍ରଥମେ ବସନ୍ତପୁର ସ୍ଥିତ ସମ୍ବଲପୁର ଆଇଆଇଏମ ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ କରିବା ସହ ଭିସି ଜରିଆରେ ରାଜ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ । ପରେ ବିଜେପି ପକ୍ଷରୁ ଆୟୋଜିତ ଏକ ବିଶାଳ ଜନସଭାକୁ ପ୍ରଧାନମନ୍ତ୍ରୀ ସମ୍ବୋଧିତ କରିବେ । ଏହି ସମାବେଶର ନାଁ ‘ବିଶାଳ ଗ୍ୟାରେଂଟି ସମାବେଶ’ ବୋଲି ନାମକରଣ କରାଯାଇଛି । ସାମ୍ବାଦିକ ସମ୍ମିଳନୀରେ ଏନେଇ ସମ୍ବଲପୁର ବିଜେପି ପକ୍ଷରୁ ସୂଚନା ଦିଆଯିବା ସହିତ ଭଏସ ମେସେଜ, ଗୀତ ଏବଂ ଭିଡିଓ ବାର୍ତାର ରିଲିଜ କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe