ଆଜିଠୁ ଇଟାଲୀ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Advertisment
ଆଜିଠୁ ଇଟାଲୀ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

କନକ ବ୍ୟୁରୋ: ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ପରେ ମୋଦି ପ୍ରଥମ ଥର ପାଇଁ ବିଦେଶ ଗସ୍ତ କରିବେ । ଆଜି ଠାରୁ ମୋଦୀଙ୍କ ଇଟାଲୀଗସ୍ତ ଆରମ୍ଭ ହେଉଛି । ଇଟାଲୀରେ ଜି-ସେଭେନ ବୈଠକ ବସୁଛି । ଏଥିରେ ପ୍ରଧାନମନ୍ତ୍ରୀ ମୋଦୀ ଯୋଗଦେବେ । ଏହି ବୈଠକରେ ଆମେରିକା, ଫ୍ରାନ୍ସ, ଜାପାନ, କାନାଡା ଓ ୟୁକ୍ରେନ ଦେଶର ରାଷ୍ଟ୍ରମୁଖ୍ୟ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ତେବେ ଇଟାଲୀରେ ୫୦ତମ ଜି-ସେଭନେ ସମ୍ମିଳନୀ ଆୟୋଜିତ ହେଉଛି । ନିଜ ଗସ୍ତ ବେଳେ ଇଟାଲୀ ପ୍ରଧାନମନ୍ତ୍ରୀଙ୍କ ସମେତ ଅନ୍ୟ ନେତାଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ ପ୍ରଧାନମନ୍ତ୍ରୀ ମୋଦୀ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe