କନକ ବ୍ୟୁରୋ : ବର୍ଦ୍ଧିତ ବିଦ୍ୟୁତ୍ ଦରକୁ ବିରୋଧ । ଭୁବନେଶ୍ୱର ଜିଲ୍ଲା ବିଜେପି ପକ୍ଷରୁ ଏହାକୁ ବିରୋଧ କରାଯାଇ ବିକ୍ଷୋଭ କରାଯାଇଛି । ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନରେ ଏକ ବିରାଟ ଶୋଭାଯାତ୍ରା ବାହାରି ବିଧାନସଭା ସମ୍ମୁଖରେ ବିକ୍ଷୋଭ କରିଛନ୍ତି । ଏଥିସହ ମାହାଙ୍ଗା ଡବଲ ମର୍ଡର ଘଟଣାରେ ମଧ୍ୟ ଆଇନ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି ବିଜେପି । ଏବଂ ମୁଖ୍ୟମନ୍ତ୍ରୀ ତାଙ୍କୁ ବରଖାସ୍ତ କରନ୍ତୁ ବୋଲି ଦାବି କରିଛି ଦଳ । ଦାବି ପୂରଣ ନହେଲେ ଆଗାମୀ ଦିନରେ ସହର ଓ ଗ୍ରାମାଂଚଳରେ ଆନ୍ଦୋଳନ ବ୍ୟାପକ କରାଯିବ ବୋଲି କହିଛି ବିଜେପି । ବ୍ୟାରିକେଡ ଭାଙ୍ଗିବା ବେଳେ ପୋଲିସ ସହ ମୁହାଁମୁହିଁ ହୋଇଛନ୍ତି ବିଜେପି କର୍ମୀ । ଶତାଧିକ ବିଜେପି କର୍ମୀଙ୍କୁ ଅଟକ ରଖିଛି ବିଜେପି ।
ବର୍ଦ୍ଧିତ ବିଦ୍ୟୁତକୁ ଦର ବିରୋଧ : ଭୁବନେଶ୍ୱର ଜିଲ୍ଲା ବିଜେପି ପକ୍ଷରୁ ବିକ୍ଷୋଭ
/kanak/media/post_attachments/wp-content/uploads/2021/09/vlcsnap-2021-09-08-14h23m27s430.png)