ଘୁଞ୍ଚିଲା ପଞ୍ଜାବ ବିଧାନସଭା ନିର୍ବାଚନ ତାରିଖ: ଫେବୃଆରୀ ୧୪ ପରିବର୍ତ୍ତେ ୨୦ରେ ହେବ ମତଦାନ

Advertisment
ଘୁଞ୍ଚିଲା ପଞ୍ଜାବ ବିଧାନସଭା ନିର୍ବାଚନ ତାରିଖ: ଫେବୃଆରୀ ୧୪ ପରିବର୍ତ୍ତେ ୨୦ରେ ହେବ ମତଦାନ

କନକ ବ୍ୟୁରୋ: ଘୁଞ୍ଚିଲା ପଞ୍ଜାବ ବିଧାନସଭା ନିର୍ବାଚନ ତାରିଖ । ଫେବୃଆରୀ ୧୪ ପରିବର୍ତ୍ତେ ୨୦ରେ ହେବ ମତଦାନ । ରବି ଦାସଙ୍କ ଜୟନ୍ତୀ ପାଇଁ ରାଜ୍ୟର ସମସ୍ତ ରାଜନୈତିକ ଦଳ ତାରିଖ ଘୁଂଚାଇବାକୁ ନିବେଦନ କରିଥିଲେ । ଏହାପରେ ପଂଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ନିର୍ବାଚନ କମିଶନଙ୍କୁ ଚିଠି ଲେଖି ସମସ୍ତ ୧୧୭ ବିଧାନସଭା ଆସନରେ ନିର୍ବାଚନ ତାରିଖ ଘୁଚାଂଇବାକୁ ନିବେଦନ କରିଥିଲେ । ଏହାପରେ ଆଜି ନିର୍ବାଚନ କମିଶନ ଏହି ପ୍ରସଙ୍ଗରେ ବୈଠକ କରିଥିଲେ । ଏବେ ତାରିଖ ଘୁଂଚିବା ପରେ ସମସ୍ତ ରାଜନୈତିକ ଦଳଙ୍କ ପାଇଁ ପ୍ରଚାର ସମୟ ବଢିଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe