ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ! ଅପରାହ୍ନ ୩ଟାରୁ ସନ୍ଧ୍ୟା ୭ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ

Advertisment
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଗୁପ୍ତନୀତି ପାଇଁ ପାଂଚ ଘଂଟା ଦର୍ଶନ ବନ୍ଦ 

Source: epuja.co.in

କନକ ବ୍ୟୁରୋ : ଆଜି ଶ୍ରୀମନ୍ଦିରରେ ହେବ ବନକଲାଗି ନୀତି । ଏଥିପାଇଁ ଅପରାହ୍ନ ୩ଟାରୁ ସନ୍ଧ୍ୟା ୭ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ପବିତ୍ର କାର୍ତ୍ତିକ ମାସରେ ପୁରୀରେ ହବିଷ୍ୟାଳିଙ୍କ ଭିଡ ଜମିଥିବାରୁ ଏହି ସମୟରେ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଭକ୍ତ ଦର୍ଶନ କରିପାରିବେ ନାହିଁ । ଦ୍ୱିତୀୟ ଭୋଗମଣ୍ଡପ ପରେ ଦତମହାପାତ୍ର ସେବକ ଏହି ନୀତି ସମ୍ପନ୍ନ କରିବେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe