ପୁରୀ ବାଣ ବିସ୍ଫୋରଣ ଘଟଣା: ଆଉ ୨ ଜଣଙ୍କ ମୃତ୍ୟୁ, ୧୩ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ପୁରୀ ବାଣ ବିସ୍ଫୋରଣ ଘଟଣା: ଆଉ ୨ ଜଣଙ୍କ ମୃତ୍ୟୁ, ୧୩ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

କନକ ବ୍ୟୁରୋ: ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି । ବର୍ତମାନ ସୁଦ୍ଧା ୧୭ ଜଣ ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ମିଳିଛି । ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe