କାର୍ତ୍ତିକ ମାସ ପରେ ରତ୍ନଭଣ୍ଡାରର ହେବ ଲେଜର ସ୍କାନିଂ । ନଭେମ୍ବର ୨୮ ରେ ସ୍କାନିଂ ନେଇ ନିଷ୍ପତ୍ତି

Advertisment
କାର୍ତ୍ତିକ ମାସ ପରେ ରତ୍ନଭଣ୍ଡାରର ହେବ ଲେଜର ସ୍କାନିଂ । ନଭେମ୍ବର ୨୮ ରେ ସ୍କାନିଂ ନେଇ ନିଷ୍ପତ୍ତି

କନକ ବ୍ୟୁରୋ : ପୁରୀ ରତ୍ନଭଣ୍ଡାର ଖୋଲିବାକୁ ନେଇ ରାଜନୀତି ଜୋର ଧରିଥିବା ବେଳେ ଏବେ ରତ୍ନଭଣ୍ଡାରର ହେବ ଲେଜର ସ୍କାନିଂ । ନଭେମ୍ବର ୨୮ ତାରିଖରେ ଲେଜର ସ୍କାନିଂ ହେବା ନେଇ ନିଷ୍ପତ୍ତି ନିଆଯାଇଛି । କାର୍ତ୍ତିକ ମାସରେ ଭକ୍ତଙ୍କ ଭିଡ ଲାଗିରହୁଥିବାରୁ ଏହି ଲେଜର ସ୍କାନିଂ କାମ କାର୍ତ୍ତିକ ମାସ ପରେ ହେବ ବୋଲି କୁହାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe