କନକ ବ୍ୟୁରୋ : ବଡଦାଣ୍ଡରେ ଚତୁର୍ଦ୍ଧାମୂର୍ତ୍ତି । ରଥାରୁଢ ଶ୍ରୀଜୀଉଙ୍କୁ ଶଙ୍କରାଚାର୍ଯ୍ୟ ଦର୍ଶନ କରିଛନ୍ତି । ଆଜି ପ୍ରଥମେ ଶ୍ରୀମନ୍ଦିର ସେବାୟତମାନେ ଶ୍ରୀସୁଦର୍ଶନଙ୍କୁ ରଥାରୁଢ଼ କରିଥିଲେ । ଏହା ପରେ ପ୍ରଭୁ ବଳଭଦ୍ରଙ୍କୁ ପହଣ୍ଡି ବିଜେ କରି ତାଳଧ୍ୱଜ ରଥକୁ ଅଣାଯାଇଥିଲା । ସେହିପରି ଦେବୀ ସୁଭଦ୍ରା ମଧ୍ୟ ବଡ଼ଭାଇଙ୍କ ପରି ପହଣ୍ଡିରେ ଆସି ଦର୍ପଦଳନରେ ବିରାଜମାନ କରିଥିଲେ । ଶେଷରେ କାଳିଆ ଠାକୁରଙ୍କୁ ସେବାୟତମାନେ ପହଣ୍ଡିରେ ଝୁଲାଇ ଝୁଲାଇ ନନ୍ଦିଘୋଷ ଉପରକୁ ଆଣିଥିଲେ ।
ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କଲେ ଜଗତଗୁରୁ ଶଙ୍କରାଚାର୍ଯ୍ୟ ।#KanakNews#RathaJatra2022#Puri#RathaJatraWithKanakNews#JagannathTemple#Odishapic.twitter.com/8sYWGJd5wO
— Kanak News (@kanak_news) July 1, 2022
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2022/07/FWj2673aMAAM-2D.jpg)