ବଡଦାଣ୍ଡରେ ଚତୁର୍ଦ୍ଧାମୂର୍ତ୍ତି । ରଥାରୁଢ ଶ୍ରୀଜୀଉଙ୍କୁ ଦର୍ଶନ କରିଲେ ଶଙ୍କରାଚାର୍ଯ୍ୟ

ବଡଦାଣ୍ଡରେ ଚତୁର୍ଦ୍ଧାମୂର୍ତ୍ତି । ରଥାରୁଢ ଶ୍ରୀଜୀଉଙ୍କୁ ଦର୍ଶନ କରିଲେ ଶଙ୍କରାଚାର୍ଯ୍ୟ

କନକ ବ୍ୟୁରୋ : ବଡଦାଣ୍ଡରେ ଚତୁର୍ଦ୍ଧାମୂର୍ତ୍ତି । ରଥାରୁଢ ଶ୍ରୀଜୀଉଙ୍କୁ ଶଙ୍କରାଚାର୍ଯ୍ୟ ଦର୍ଶନ କରିଛନ୍ତି । ଆଜି ପ୍ରଥମେ ଶ୍ରୀମନ୍ଦିର ସେବାୟତମାନେ ଶ୍ରୀସୁଦର୍ଶନଙ୍କୁ ରଥାରୁଢ଼ କରିଥିଲେ । ଏହା ପରେ ପ୍ରଭୁ ବଳଭଦ୍ରଙ୍କୁ ପହଣ୍ଡି ବିଜେ କରି ତାଳଧ୍ୱଜ ରଥକୁ ଅଣାଯାଇଥିଲା । ସେହିପରି ଦେବୀ ସୁଭଦ୍ରା ମଧ୍ୟ ବଡ଼ଭାଇଙ୍କ ପରି ପହଣ୍ଡିରେ ଆସି ଦର୍ପଦଳନରେ ବିରାଜମାନ କରିଥିଲେ । ଶେଷରେ କାଳିଆ ଠାକୁରଙ୍କୁ ସେବାୟତମାନେ ପହଣ୍ଡିରେ ଝୁଲାଇ ଝୁଲାଇ ନନ୍ଦିଘୋଷ ଉପରକୁ ଆଣିଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe