କନକ ବ୍ୟୁରୋ : ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପଇତାଲାଗି ନୀତି । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅପରାହ୍ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଆଜି ଦଶମୀ ତିଥି ଅବସରରେ ଶ୍ରୀଜିଉଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଏହି ନୀତି ନିର୍ଦ୍ଧାରତ ସମୟରେ ଦଇତାପତି ସେବାୟତଙ୍କ ଦ୍ୱାରା ସମ୍ପାଦନ କରାଯିବ ।
ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି : ଅପରାହ୍ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
/kanak/media/post_attachments/wp-content/uploads/2022/04/DSC0713_Snapseed_Darkroom-819d0b229974460e8141622c4494e2ed-1.jpg)