କନକ ବ୍ୟୁରୋ : ୭୭ ବର୍ଷ ବୟସରେ ଆରପାରିକୁ ଚାଲିଗଲେ ପୂର୍ବତନ ସାଂସଦ ପ୍ୟାରୀମୋହନ ମହାପାତ୍ର । ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
Kanak News is now on WhatsApp
Join and get latest news updates delivered to you via WhatsApp
ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ପ୍ୟାରୀ । ସେ ମସ୍ତିଷ୍କ ସଂକ୍ରମଣରେ ପୀଡିତ ଥିଲେ । ପୂର୍ବରୁ ଫୁସଫୁସ କର୍କଟ ରୋଗରେ ପୀଡିତ ହୋଇ ସୁସ୍ଥ ହୋଉଇଥିଲେ ।