କନକ ବ୍ୟୁରୋ: ଲୋକସଭାରେ ରାହୁଲ ଗାନ୍ଧୀ ହେବେ ବିରୋଧୀ ଦଳ ନେତା । ଇଣ୍ଡି ମେଣ୍ଟ ବୈଠକରେ ହେଲା ନିଷ୍ପତ୍ତି । ଏଥର କଂଗ୍ରେସକୁ ବିରୋଧୀ ଦଳ ମାନ୍ୟତା ମିଳିଛି । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ଘରେ ବସିଥିବା ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି । ନିଷ୍ପତ୍ତି ବିଷୟରେ କଂଗ୍ରେସର ବରିଷ୍ଠ ନେତା କେସି ବେଣୁ ଗୋପାଳ ସୂଚନା ଦେଇଛନ୍ତି ।
ଲୋକସଭାରେ ରାହୁଲ ଗାନ୍ଧୀ ହେବେ ବିରୋଧୀ ଦଳ ନେତା: ଇଣ୍ଡି ମେଣ୍ଟ ବୈଠକରେ ହେଲା ନିଷ୍ପତ୍ତି
/kanak/media/post_attachments/wp-content/uploads/2024/06/35-9.jpg)