ବାହାନଗାରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରଚାର । ରୋଡ ଶୋ କରି ସାଂସଦ ପ୍ରାର୍ଥୀ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ମାଗିଲେ ଭୋଟ ।

Advertisment
ବାହାନଗାରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରଚାର । ରୋଡ ଶୋ କରି ସାଂସଦ ପ୍ରାର୍ଥୀ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ମାଗିଲେ ଭୋଟ ।

କନକ ବ୍ୟୁରୋ: ସୋର ନିର୍ବାଚନ ମଣ୍ଡଳୀ ବାହାନଗାରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରଚାର । ରୋଡ୍ ସୋ’ରେ ସାଂସଦ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ଓ ବିଧାୟକ ପ୍ରାର୍ଥୀ ପର୍ଶୁରାମ ଧଡ଼ାଙ୍କ ପାଇଁ ଭୋଟ୍ ମାଗିଛନ୍ତି । ବାହାନଗା, ଗୋପାଳପୁର, ଅଞ୍ଜି, ଅନନ୍ତପୁରରେ ରୋଡ୍ ସୋ’ କରି ଅଶ୍ୱିନୀ ବୈଷ୍ଣବ ଭୋଟ୍ ମାଗିଥିଲେ । ରୋଡ୍ ସୋ’ ବେଳେ ଦଳୀୟ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା । ଏଥର ଓଡ଼ିଶାରେ ବିଜେପି ସରକାର କରିବ ବୋଲି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe