ହାୱଡା-ମୁମ୍ବାଇ ମେଲ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ : ରେଲୱେ ପକ୍ଷରୁ ଜାରି ହେଲା ହେଲ୍ପଲାଇନ୍ ନମ୍ବର

ହାୱଡା-ମୁମ୍ବାଇ ମେଲ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ : ରେଲୱେ ପକ୍ଷରୁ ଜାରି ହେଲା ହେଲ୍ପଲାଇନ୍ ନମ୍ବର

କନକ ବ୍ୟୁରୋ: ସୋମବାର ବିଳମ୍ବିତ ରାତିରେ ରାଜଖରସୁଆଁର- ବଡାବାମ୍ବୋଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି ହାୱଡା-ମୁମ୍ବାଇ ମେଲ୍ ଏକ୍ସପ୍ରେସ୍ ଟ୍ରେନ୍ । ଟ୍ରେନର ୫ଟି କୋଚ୍ ଲାଇନଚ୍ୟୁତ ହେବା ପରେ ଏକ ଗୁଡ୍ସ ଟ୍ରେନ ସହ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ଆରପିଏଫ୍ ଓ ରେଲୱେ ଅଧିକାରୀ ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଛି ।
ଏହାସହ ରେଲୱେ ପକ୍ଷରୁ ହେଲ୍ପଲାଇନ୍ ନମ୍ବର ମଧ୍ୟ ଜାରି କରାଯାଇଛି ।
ଟାଟାନଗର ହେଲ୍ପଲାଇନ ନମ୍ବର- ୦୬୫୭୨୨୯୦୩୨୪
ଚକ୍ରଧରପୁର -୦୬୫୮୭୨୩୮୦୭୨
ରାଉରକେଲା – ୦୬୬୧୨୫୦୧୦୭୨
ହାୱଡା – ୯୪୩୩୩୫୭୯୨୦
ରାଞ୍ଚି- ୦୬୫୧୨୭୮୭୧୧୫

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe