ଆଗାମୀ ୪୮ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା !

Advertisment
୭ ଦିନ ଧରି ରାଜ୍ୟରେ ନିର୍ଦ୍ଧୁମ ଛେଚିବ ବର୍ଷା ! ସର୍ତକ ସୂଚନା ଦେଲା ପାଣିପାଗ ବିଭାଗ

କନକ ବ୍ୟୁରୋ : ଆଗାମୀ ୪୮ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଅଛି । ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଉତ୍ତର ଓଡ଼ିଶାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷିବ । ସେହିଭଳି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷିବ । ଆଗାମୀ ୨୪ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ପାଗ ମେଘୁଆର ରହିବ ବୋଲି ପାଣିପାଗ କାର୍ଯ୍ୟାଳୟ ତରଫରୁ ସୂଚନା ମିଳିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe