ଆଗାମୀ ୪୮ ଘଣ୍ଟା ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା। ଉପକୂଳ ଓଡ଼ିଶାରେ ଅଧିକ ପ୍ରଭାବ ରହିବା ସମ୍ଭାବନା।

Advertisment
କମିବ ତାତି, ପଶ୍ଚିମା ଝଡ଼ ଆଣିବ ବର୍ଷା : ଭିଜିପାରେ ରଙ୍ଗର ପର୍ବ ହୋଲି; ଆସନ୍ତାକାଲି କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା

କନକ ବ୍ୟୁରୋ: ଆଗାମୀ ୨୪ରୁ ୪୮ ଘଣ୍ଟା ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା । ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ସାମାନ୍ୟ ଅଧିକ ରହିବା ନେଇ ପୂର୍ବାନୁମାନ । ଦକ୍ଷିଣ ଉପକୂଳ ଓ ତାର ପାଶ୍ୱର୍ ଜିଲ୍ଲାରେ ଲାଗି ରହିବ ବର୍ଷା । ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପ୍ରଭାବ କମିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ଖୋର୍ଦ୍ଧା,ପୁରୀ,ଗଂଜାମ,ଗଜପତି,ମାଲକାନଗିରି,କୋରାପୁଟ,କେନ୍ଦ୍ରାପଡ଼ା,ଜଗତସିଂହପୁର ଜିଲ୍ଲାରେ ବର୍ଷାର ପ୍ରଭାବ ରହିବ । ୪୮ ଘଣ୍ଟା ପରେ ପାଗରେ ପରିବର୍ତନ ହେବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe