କନକ ବ୍ୟୁରୋ : ଆସନ୍ତାକାଲିଠୁ ରାଜ୍ୟରେ କମିବ ବର୍ଷାର ପରିମାଣ । ଆଜି କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଚଳିତ ଅକ୍ଟୋବର ମାସରେ ଏପର୍ଯ୍ୟନ୍ତ ୭୯ ଦଶମିକ ୪ ମିଲିମିଟର ବର୍ଷା ହୋଇଛି । ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୬୫ ପ୍ରତିଶତ ଅଧକ ଥିବା ଜଣାପଡ଼ିଛି ।
ଆସନ୍ତାକାଲିଠୁ ରାଜ୍ୟରେ କମିବ ବର୍ଷା : ଆଜି କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
/kanak/media/post_attachments/wp-content/uploads/2021/10/bhubaneswar_rains-EPS.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)