‘କର ବା ମର’ ମ୍ୟାଚରେ ଟସ୍ ଜିତିଲା ରାଜସ୍ଥାନ । ପ୍ରଥମେ ବ୍ୟାଟିଂ କରିବ କୋଲକାତା ।

88

କନକ ବ୍ୟୁରୋ : ଶାରଜାହା କ୍ରିକେଟ୍ ଷ୍ଟାଡିୟମରେ ଆଉ କିଛି ସମୟ ପରେ ହେବ ଦମଦାର ଟକ୍କର । ତେବେ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି ରାଜସ୍ଥାନ ରୟାଲ୍ସ । ପ୍ରଥମେ ବ୍ୟାଟିଂ କରିବ କୋଲକାତା ନାଇଟ୍ ରାଇଡର୍ସ ।