ପ୍ରଫେସର ରାଜେନ୍ଦ୍ର ପ୍ରସାଦ ଦାସ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ନୂଆ କୁଳପତି ନିଯୁକ୍ତ

37

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ନିଯୁକ୍ତ ହେଲେ ନୂଆ କୁଳପତି । ପ୍ରଫେସର ରାଜେନ୍ଦ୍ର ପ୍ରସାଦ ଦାସଙ୍କୁ କୁଳପତି ଭାବେ ନିଯୁକ୍ତି ଦେଲେ ରାଜ୍ୟପାଳ ।