କନକ ବ୍ୟୁରୋ: ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟୀତ୍ୱ ନେଇ ଜଷ୍ଟିସ୍ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଛି ବୈଠକ । ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏଏସଆଇ ଅଧିକାରୀମାନେ ଯୋଗଦେଇଛନ୍ତି। ତେବେ ବାହାର ଓ ଭିତର ଭଣ୍ଡାରରୁ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତରିତ ହୋଇସାରିଛି। ଏଏସଆଇ ପକ୍ଷରୁ ପ୍ରାଥମିକ ଯାଞ୍ଚ ଆରମ୍ଭ ହୋଇଥିବା ବେଳେ କେବେ ଏହାର ମରାମତି ହେବ, ସେ ନେଇ ଆଜିର ବୈଠକରେ ଆଲୋଚନା ହେଉଥିବା ସୂଚନା ରହିଛି । ।
ରତ୍ନଭଣ୍ଡାର କମିଟି ବୈଠକ ଆରମ୍ଭ ; ଯାଞ୍ଚ ଓ ମରାମତି ନେଇ ହେଉଛି ଆଲୋଚନା
/kanak/media/post_attachments/wp-content/uploads/2024/07/4-47.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)