କନକ ବ୍ୟୁରୋ : ରାୟଗଡା କଲ୍ୟାଣସିଂହପୁରରେ ଦୁର୍ଘଟଣା । ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତି କରାଯାଇଛି ବସଟି । କଟକରୁ କାଶୀପୁର ଯିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି ।
ଏହା ସହ ଦେଖନ୍ତୁ ଏହି ଭିଡିଓ
/kanak/media/post_attachments/wp-content/uploads/2017/01/IMG-20170128-WA0051.jpg)