ରାୟଗଡା : କଲ୍ୟାଣସିଂହପୁରରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ

ରାୟଗଡା : କଲ୍ୟାଣସିଂହପୁରରେ ଯାତ୍ରୀବାହୀ  ବସ୍ ଦୁର୍ଘଟଣାଗ୍ରସ୍ତ

କନକ ବ୍ୟୁରୋ : ରାୟଗଡା କଲ୍ୟାଣସିଂହପୁରରେ ଦୁର୍ଘଟଣା । ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତି କରାଯାଇଛି ବସଟି । କଟକରୁ କାଶୀପୁର ଯିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି ।

ଏହା ସହ ଦେଖନ୍ତୁ ଏହି ଭିଡିଓ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe