ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗ : ଗୁଣୁପୁର ରାମନାଗୁଡା ବ୍ଲକ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସର ଚଢାଉ

ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗ : ଗୁଣୁପୁର ରାମନାଗୁଡା ବ୍ଲକ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସର ଚଢାଉ

କନକ ବ୍ୟୁରୋ : ଆୟ ବହିର୍ଭୁତ ସମ୍ପତି ଠୁଳ ଅଧିକାରୀଙ୍କୁ ଧରିବା ପାଇଁ ଭିଜିଲାନ୍ସର ତନାଘନା । ଏଥର ଭିଜିଲାନ୍ସ ହାବୁଡରେ ପଡିଛନ୍ତି ସହାକାରୀ ଯନ୍ତ୍ରୀ । ଗୁଣୁପୁର ରାମନାଗୁଡା ବ୍ଲକର ସହକାରୀ ଯନ୍ତ୍ରୀଙ୍କ ଘରେ ଚଢାଉ କରାଯାଇଛି ।

ପ୍ରଶାନ୍ତ କୁମାର ପାଣିଗ୍ରାହୀଙ୍କ ସରକାର କ୍ୱାର୍ଟର ଓ ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଛାପା ମାରିଛି ଭିଜିଲାନ୍ସ । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ବ୍ରହ୍ମପୁର ଓ ଆସିକାରେ ଥିବା ପ୍ରଶାନ୍ତଙ୍କ ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢାଉ ଜାରି ରହିଛି ।

ଦେଖନ୍ତୁ ଏହି ଭିଡିଓ -

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe