ବର୍ଷେ ପାଇଁ ସମ୍ବଲପୁରରେ ଧାର୍ମିକ ଶୋଭାଯାତ୍ରା ବନ୍ଦ। ଶାନ୍ତି କମିଟି ବୈଠକରେ ନିଆଗଲା ନିଷ୍ପତ୍ତି

ବର୍ଷେ ପାଇଁ ସମ୍ବଲପୁରରେ ଧାର୍ମିକ ଶୋଭାଯାତ୍ରା ବନ୍ଦ। ଶାନ୍ତି କମିଟି ବୈଠକରେ ନିଆଗଲା ନିଷ୍ପତ୍ତି

କନକ ବ୍ୟୁରୋ: ସମ୍ବଲପୁରରେ ଧାର୍ମିକ ଶୋଭାଯାତ୍ରା ବନ୍ଦ । ଧାର୍ମିକ ଶୋଭାଯାତ୍ରା ୧ ବର୍ଷ ବନ୍ଦ ପାଇଁ ନିଷ୍ପତ୍ତି । ଶାନ୍ତି କମିଟି ବୈଠକରେ ଏନେଇ ନିଆଗଲା ନିଷ୍ପତ୍ତି । ମହରମ, ହନୁମାନ ଜୟନ୍ତୀଙ୍କୁ ନଜରରେ ରଖି ପଦକ୍ଷେପ ନିଆଯାଇଛି । ଏନେଇ ସମ୍ବଲପୁର ଏସପି ମୁକେଶ ଭାମୁଙ୍କ ସୂଚନା

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe