କନକ ବ୍ୟୁରୋ : ଆଜି ସାରା ଦେଶ ପାଳନ କରୁଛି ୬୮ ତମ ସାଧାରଣତନ୍ତ୍ର ଦିବସ । ରାଜ୍ୟସ୍ତରୀୟ ପତାକା ଉତୋଳନ ଉତ୍ସବ ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟପାଳ ଏସ.ସି. ଜମିର ଭୁବନେଶ୍ୱରରେ ପତାକା ଉତୋଳନ କରିବା ସହ ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଛନ୍ତି । ମିଳିତ ପରେଡ ପରେ ସ୍କୁଲ ଛାତ୍ରଛାତ୍ରୀଙ୍କ ଦ୍ୱାରା ଚିତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଛି ।
ଏହା ସହ ଦେଖନ୍ତୁ ଏହି ଭିଡିଓ :
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2017/01/vlcsnap-2017-01-26-09h25m30s535.png)