କନକ ବ୍ୟୁରୋ : ଆଜି ପବିତ୍ର ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିବପଦା ତିଥି । ଆଜିଠାରୁ ପିତୃପକ୍ଷ ଆରମ୍ଭ ହୋଇଛି । ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ତିର୍ଥ ପୁଷ୍କରିଣୀରେ ଗହଳି ଦେଖିବାକୁ ମିଳିଛି । ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ ଓ ପିଣ୍ଡଦାନ କରୁଛନ୍ତି । ଏନେଇ ଆଜି ସକାଳୁ ବିଭିନ୍ନ ତର୍ଥ ପୁସ୍କରିଣୀ ସମେତ ମହୋଦଧୀରେ ଭିଡ଼ ଲାଗିଛି । ୧୫ ଦିନ ଧରି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ କରିବାର ବ୍ୟବସ୍ଥା ରହିଛି । ମହାଳୟ ଅମାବାସ୍ୟା ପର୍ଯ୍ୟନ୍ତ ପିତୃପକ୍ଷ ଚାଲିବ । ଏନେଇ ପୁରୀରେ ଲୋକଙ୍କ ଗହଳି ଦେଖିବକୁ ମିଳିଛି ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us