କନକ ବ୍ୟୁରୋ : କେନ୍ଦୁଝର ହଳଦିଆ ଟାଙ୍ଗିରିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅଟୋ ଓ ଟ୍ରକ ମୁହାଁମୁହିଁ ଧକ୍କା ହେବାରୁ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଅଟୋରେ ଥିବା ୨ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଦୁଇଜଣ ପଶ୍ଚିମବଙ୍ଗର ମୁନସାର ଶେଖ ଓ ମିଟୁ ଶେଖ ବୋଲି ଜଣାପଡିଛି । ପୁଲିସ ଘଟଣାସ୍ଥଳରେ ପହଂଚି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ।
ଏହା ସହ ଦେଖନ୍ତୁ ଏହି ଭିଡିଓ -
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2017/03/vlcsnap-2017-03-25-09h09m56s916.png)