କେନ୍ଦୁଝର ହଳଦିଆ ଟାଙ୍ଗିରିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ! ୨ ମୃତ

Advertisment
କେନ୍ଦୁଝର ହଳଦିଆ ଟାଙ୍ଗିରିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ! ୨ ମୃତ

କନକ ବ୍ୟୁରୋ : କେନ୍ଦୁଝର ହଳଦିଆ ଟାଙ୍ଗିରିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅଟୋ ଓ ଟ୍ରକ ମୁହାଁମୁହିଁ ଧକ୍କା ହେବାରୁ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଅଟୋରେ ଥିବା ୨ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଦୁଇଜଣ ପଶ୍ଚିମବଙ୍ଗର ମୁନସାର ଶେଖ ଓ ମିଟୁ ଶେଖ ବୋଲି ଜଣାପଡିଛି । ପୁଲିସ ଘଟଣାସ୍ଥଳରେ ପହଂଚି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ।

ଏହା ସହ ଦେଖନ୍ତୁ ଏହି ଭିଡିଓ -

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe