ତ୍ରିଶୁଳିଆ, କୁଶପଙ୍ଗୀ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବାଇକ ଚାଳକଙ୍କ ମୃତ୍ୟୁ, ଟ୍ରକ୍ ଡ୍ରାଇଭର ଫେରାର୍ ।

Advertisment
ତ୍ରିଶୁଳିଆ, କୁଶପଙ୍ଗୀ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବାଇକ ଚାଳକଙ୍କ ମୃତ୍ୟୁ, ଟ୍ରକ୍ ଡ୍ରାଇଭର ଫେରାର୍ ।

କନକ ବ୍ୟୁରୋ: ତ୍ରିଶୁଳିଆ, କୁଶପଙ୍ଗୀ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବାଇକ ସହ ଟ୍ରକ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତକଙ୍କ ପରିଚୟ ଜଣା ପଡିନଥିବାବେଳେ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ବାଙ୍କୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଗାଡି ଜବତ କରିବା ସହ ତଦନ୍ତ କରୁଛି । ଗୁରୁତର ଯୁବକଙ୍କୁ ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଏବେ ଚାପା ଉତ୍ତେଜନା ଲାଗି ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe