କନକ ବ୍ୟୁରୋ: ମନ୍ତ୍ରିମଣ୍ଡଳରୁ ବାଦ ପଡିଲେ ରୋହିତ ପୂଜାରୀ । ରାଜ୍ୟପାଳଙ୍କୁ ସୁପାରିଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁଣିବାକୁ ମିଳୁଛି ଯେ ବିଭାଗୀୟ ସମୀକ୍ଷାରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ ମନ୍ତ୍ରିମଣ୍ଡଳରୁ ବାଦ ଦେବାକୁ ସୁପାରିଶ କଲେ ମୁଖ୍ୟମନ୍ତ୍ରୀ ।
ଅତନୁ ସବ୍ୟସାଚୀ ନାୟକଙ୍କୁ ଏହି ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି । ବର୍ତ୍ତମାନ ସେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଅଛନ୍ତି । ଉଚ୍ଚଶିକ୍ଷା ବିଭାଗର ସେ ଅତିରିକ୍ତ ଦାୟିତ୍ୱ ତୁଲାଇବେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/06/38-3.jpg)