ଶିତଳଷଷ୍ଠୀ ପାଇଁ ଉତ୍ସବମୁଖର ସମ୍ବଲପୁର । ଆଜି ଦେବ ଦମ୍ପତ୍ତିି ବିବାହ ଉତ୍ସବ । ଦୁଲଦୁଲି ଓ ଆଦିବାସୀ ନୃତ୍ୟରେ ଦୁଲୁକିବ ସହର ।

253

କନକ ବ୍ୟୁରୋ: ଶିତଳଷଷ୍ଠୀ ପାଇଁ ଉତ୍ସବ ମୁଖର ସମ୍ବଲପୁର ସହର । ଆଜି ଦେବ ଦେବ ମହାଦେବଙ୍କ ବିବାହ ଉତ୍ସବ । ଆସନ୍ତାକାଲି ଶିତଳଷଷ୍ଠୀ ପର୍ବ । ଦେବ ଦମ୍ପତିଙ୍କ ବିବାହ ଉତ୍ସବ ପାଇଁ ସରିଛି ସମସ୍ତ ପ୍ରସ୍ତୁତି । ବିବାହ ଶୋଭାଯାତ୍ରା ପାଇଁ ପ୍ରସ୍ତୁତ ରହିଛି ମୂର୍ତ୍ତିି ଓ ଚାନ୍ଦି ମେଢ଼ । ଘଣ୍ଟ, ଘଣ୍ଟା , ଦୁଲଦୁଲି, ଆଦିବାସୀ ନୃତ୍ୟରେ ଦୁଲୁକିବ ସମ୍ବଲପୁର ସହର । ରାଜ୍ୟ ବାହାରୁ ମଧ୍ୟ ଆସିବେ ସାଂସ୍କୃତିକ ଦଳ ।