ଆୟବର୍ହିଭୂତ ସଂପତି ଠୁଳ ଅଭିଯୋଗ : ସମ୍ବଲପୁର ଧନକଉଡା ବ୍ଲକ ବିଇଓ କାର୍ଯ୍ୟାଳୟର ମୁଖ୍ୟ କିରାଣିଙ୍କ ଘରେ ଭିଜିଲାନ୍ସ ରେଡ୍

ଆୟବର୍ହିଭୂତ ସଂପତି ଠୁଳ ଅଭିଯୋଗ : ସମ୍ବଲପୁର ଧନକଉଡା ବ୍ଲକ ବିଇଓ କାର୍ଯ୍ୟାଳୟର ମୁଖ୍ୟ କିରାଣିଙ୍କ ଘରେ ଭିଜିଲାନ୍ସ ରେଡ୍

କନକ ବ୍ୟୁରୋ : ଆୟବର୍ହିଭୂତ ସଂପତି ଠୁଳ ଅଭିଯୋଗରେ ସମ୍ବଲପୁର ଧନକଉଡା ବ୍ଲକ ବିଇଓ କାର୍ଯ୍ୟାଳୟର ମୁଖ୍ୟ କିରାଣିଙ୍କ ଘରେ ଭିଜିଲାନ୍ସ ରେଡ୍ । ମୁଖ୍ୟ କିରାଣି ଦିଲ୍ଲୀପ ଦେଙ୍କ ସାକ୍ଷୀପଡା ସ୍ଥିତ ବାସଭବନରେ ଚଢାଉ କରାଯାଇଛି । ଭିଜିଲାନ୍ସର ଦୁଇ ଜଣିଆ ଟିମ୍ ଦିଲ୍ଲୀପଙ୍କ ଘର ଓ ଅଫିସରେ ଚଢାଉ କରିଛି । ଚଢାଉ ସମୟରେ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି ଭିଜିଲାନ୍ସ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe